ରାଜସ୍ୱ ମନ୍ତ୍ରୀଙ୍କ ଜିଲ୍ଲାରେ ଚାଲିଛି ବାଲି ଚୋରାଚାଲାଣର ସାହାଣମେଲା । ପ୍ରଶାସନ ଓ ବାଲି ମାଫିଆଙ୍କ ମଧୁଚନ୍ଦ୍ରିକାରେ ଲୁଟ୍ ହେଉଛି ବୁଢ଼ାବଳଙ୍ଗ ନଦୀର ବାଲି । ଆଇନ ଓ ସରକାରୀ ବ୍ୟବସ୍ଥା ଆଖିରେ ଅଙ୍ଗୁଳି ଗେଞ୍ଜି ମାଫିଆ ଖୋଳ କରିବାରେ ଲାଗିଛନ୍ତି ଚୀରସ୍ରୋତା ନଦୀକୁ ।