ହାଜତରେ ୨ ଦିନ ବି ପୁରିଲାନି.. କାହିଁକି ଝୁଲିପଡିଲେ ଈଶ୍ୱର ?
Published: Rajalaxmi Sahoo
Last updated: 06 January 2023, 01:52 PM IST
କିଛିଦିନ ତଳେ ସାଗର ପଞ୍ଚାୟତରେ MGNREGA କାର୍ଯ୍ୟକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା । ଏନେଇ ସେ ମାନସିକ ଚିନ୍ତାରେ ଥିଲେ । ତେବେ ଏହି ଘଟଣାକୁ ନେଇ ସେ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ବୋଲି ପଡୋଶୀ ବିନୟ ସାହୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।