• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Other Videos

ପୈତୃକ ସମ୍ପତ୍ତି ବିବାଦରୁ ତିକ୍ତତା ନେଲା ଭୟଙ୍କର ଭ୍ରାତୃ ବିବାଦର ରୂପ । ଶେଷରେ ସାନ ଭାଇର ସଇତାନୀ କାଣ୍ଡରେ ନିଶ୍ଚିହ୍ନ ହୋଇଗଲା ବଡ଼ ଭାଇର ପରିବାର । ମାହାଙ୍ଗା କୁସୁପୁର ଗଣହତ୍ୟା ପଛରେ ଯେଉଁ ଜାଗାବାଡ଼ି ବିବାଦ କଥା ଉଠୁଛି, ଆଜି ବି ସମସ୍ତଙ୍କ ମୁହଁରୁ ସେହି ସମାନ କଥା ଶୁଣିବାକୁ ମିଳିଛି । ହେଲେ ପାଞ୍ଚ ପାଞ୍ଚ ଜଣ ବ୍ୟକ୍ତିଙ୍କୁ ବନ୍ଦ ଘରେ କେମିତି ଏକୁଟିଆ ହତ୍ୟା କଲା ସାନ ଭାଇ ଶିବ ? ୫ ଜଣଙ୍କୁ ନୃଶଂସ ଭାବେ ହାଣିବା ସତ୍ତ୍ୱେ, ଶିବ ଦେହରେ ଟିକିଏ ବି ରକ୍ତ ଲାଗିଲାନି କେମିତି ?

Mahanga Quintuple Murder