ସିସିଟିଭି ସର୍ଭେଲାନ୍ସରେ ଥିବା ଏଟିଏମକୁ ଅନାୟାସରେ ତାଡ଼ି ନେଇ ସେଥିରୁ ପ୍ରାୟ ୨୦ ଲକ୍ଷରୁ ଅଧିକ ଟଙ୍କା ଲୁଟି ନେବାରେ ସଫଳ ହୋଇଛନ୍ତି ଲୁଟେରା ଦଳ । ଗତକାଲି ମଧ୍ୟରାତ୍ରୀରେ ଭୁବନେଶ୍ୱର ଲିଙ୍ଗିପୁର ଅଞ୍ଚଳରେ ଏକ SBI ଏଟିଏମରୁ ଏଭଳି ଲୁଟ୍ ହୋଇଛି । ମେସିନ୍ ଲୁଟ୍ ପରେ ସେଥିରୁ ସବୁ ଟଙ୍କା ନେଇ ଭଙ୍ଗା ମେସିନକୁ ବି ଫିଙ୍ଗି ଦେଇଛନ୍ତି ଲୁଟେରା।