Advertisment

୧୫ ଦିନରେ ଧରାପଡ଼ିଲେଣି ପ୍ରାୟ ୧୦ ସରକାରୀ କର୍ମଚାରୀ

ଦୁର୍ନୀତିର ଚେର ଉପାଡ଼ିବାକୁ ପଣ କରିଛି ଭିଜିଲାନ୍ସ। ହେଲେ ସେହି ଭିଜିଲାନ୍ସ ବିଭାଗର ଅଧିକାରୀ ଏବେ ନିଜେ ପଡ଼ିଛନ୍ତି ଭିଜିଲାନ୍ସ ହାତରେ। ଏ ହେଲେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା। ହଜାରେ କି ଲକ୍ଷେ ନୁହେଁ, ଲାଞ୍ଚ ନେଉଥିଲେ ୧୦ ଲକ୍ଷ ଟଙ୍କା।

Special Story Odisha Vigilances Crackdown Government Officers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ