Advertisment

ମାନସ ସ୍ୱାଇଁ ହତ୍ୟା ମାମଲା: କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ

କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍ ଆଜି ଭଦ୍ରକ ଏବଂ ଚାନ୍ଦବାଲି ଯାଇ ଖୋଳତାଡ଼ କରିଛି । ସେପଟେ ଭଦ୍ରକ ପୋଲିସ ଏବଂ କ୍ରାଇମବ୍ରାଞ୍ଚର ଆଉ ଦୁଇଟି ଟିମ୍ ରାଜ୍ୟ ବାହାରକୁ ଯାଇଛି ।

Advertisment

କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ । କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍ ଆଜି ଭଦ୍ରକ ଏବଂ ଚାନ୍ଦବାଲି ଯାଇ ଖୋଳତାଡ଼ କରିଛି । ସେପଟେ ଭଦ୍ରକ ପୋଲିସ ଏବଂ କ୍ରାଇମବ୍ରାଞ୍ଚର ଆଉ ଦୁଇଟି ଟିମ୍ ରାଜ୍ୟ ବାହାରକୁ ଯାଇଛି । ଏହି ଦୁଇଟି ଟିମ୍ ହତ୍ୟାକାଣ୍ଡର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କୁ ଖୋଜି ବାହାର କରିବ ।

Advertisment
Camera Man Manas Swain Manas Swain
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ