Advertisment

ଖୋଲିବ ସନ୍ଦିଗ୍ଧ ଆତଙ୍କୀ ବୁଖାରୀର କଳାଚିଠା

ଖୋଲିବ ସନ୍ଦିଗ୍ଧ ଆତଙ୍କୀ ବୁଖାରୀର କଳାଚିଠା। ୫ ଦିନିଆ ରିମାଣ୍ଡରେ ଆଣି ବୁଖାରୀକୁ ଭୁବନେଶ୍ବରରେ ଘାଣ୍ଟୁଛନ୍ତି କ୍ରାଇମବ୍ରାଞ୍ଚ STF ସହ IB ଅଧିକାରୀ। ଆତଙ୍କବାଦୀଙ୍କ ସହ ସମ୍ଭାବ୍ୟ ଲିଙ୍କ୍, ନିଜକୁ ଡାକ୍ତର ଦର୍ଶାଇ ବହୁ ବିବାହ ପଛର ରହସ୍ୟ ଏବଂ ଓଡ଼ିଶାରେ ଆତ୍ମଗୋପନ ପଛର ସତ ଉଗାରୁଛନ୍ତି ଅଧିକାରୀ..

author-image
Manoranjan Behera

ଖୋଲିବ ସନ୍ଦିଗ୍ଧ ଆତଙ୍କୀ ବୁଖାରୀର କଳାଚିଠା। ୫ ଦିନିଆ ରିମାଣ୍ଡରେ ଆଣି ବୁଖାରୀକୁ ଭୁବନେଶ୍ବରରେ ଘାଣ୍ଟୁଛନ୍ତି କ୍ରାଇମବ୍ରାଞ୍ଚ STF ସହ IB ଅଧିକାରୀ। ଆତଙ୍କବାଦୀଙ୍କ ସହ ସମ୍ଭାବ୍ୟ ଲିଙ୍କ୍, ନିଜକୁ ଡାକ୍ତର ଦର୍ଶାଇ ବହୁ ବିବାହ ପଛର ରହସ୍ୟ ଏବଂ ଓଡ଼ିଶାରେ ଆତ୍ମଗୋପନ ପଛର ସତ ଉଗାରୁଛନ୍ତି ଅଧିକାରୀ..

Advertisment
Crime Branch STF Terrorist Arrested Terrorist Activities
Advertisment
Advertisment