Vigilance Raid in Odisha
କେଜିଏ ସୁନା ଗହଣା, ବିଡ଼ା ବିଡ଼ା ଟଙ୍କା, ପୁଳା ପୁଳା ଦାମୀ ପ୍ଲଟ୍ ଓ ଫ୍ଲାଟ୍ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଏକାଦିନରେ ତିନି ତିନି ଜଣ ସରକାରୀ ବଡ଼ ବାବୁଙ୍କ ଘରୁ ଆଜି ଏମିତି ଆଖି ତରାଟିଲା ଭଲି ସଂପତ୍ତି ଠାବ କରିଛନ୍ତି ଭିଜିଲାନ୍ସ । ଏମାନଙ୍କ ଭିତରେ ଅଛନ୍ତି ଜଣେ ଉପଜିଲ୍ଲାପାଳ, ଜଣେ ପୋଲିସ୍ ହାଉସିଂ କର୍ପୋରେସନର ଡିଜିଏମ୍, ଆଉ ଅନ୍ୟ ଜଣଙ୍କ ଲାଞ୍ଚୁଆ ଡାକ୍ତର ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)