Advertisment

ନାବାଳିକା ମୃତ୍ୟୁ, ଅଜା ଅଟକ

ବରଗଡ଼ ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବଡ଼ ଅପଡେଟ୍ । ନାବାଳିକା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ୨ ଅଟକ । ଗାଏସିଲେଟ୍ ଥାନାରେ ୨ ଜଣଙ୍କୁ ଅଟକ ରଖିଲା ପୋଲିସ । ସଂପର୍କୀୟ ଅଜା ଓ ଜଣେ ଦୋକାନୀଙ୍କୁ ଅଟକ ରଖି ପଚରାଉଚରା ।

author-image
Manasranjan Mohanty