Advertisment

କଟକର ବେଆଇନ୍ ପାଉଁରୁଟି କାରଖାନା ଉପରେ ଚଢାଉ

କଟକର ବେଆଇନ୍ ପାଉଁରୁଟି କାରଖାନା ଉପରେ ଚଢାଉ। କଟକ ଶିଖରପୁର ସ୍ଥିତ ପାଉଁରୁଟି କାରଖାନାରେ ସିଏମସି ଅଧିକାରୀଙ୍କ ତନାଘନା। ବିନା ଅନୁମତି ଓ କାଗଜପତ୍ର ନଥାଇ କାରଖାନା ଚଳାଉଥିବାର ଅଭିଯୋଗ ଆସିଛି। ନିମ୍ନ ମାନର ପାଉଁରୁଟି ତିଆରି କରୁଥିବା ଅଭିଯୋଗରେ ସିଏମସି ଚଢାଉ କରିଛି।

Bread Factory Unauthorised Cuttack CMC
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ