ହତ୍ୟାକାରୀଙ୍କୁ ଧରାଇଦେଲା ୟୁପିଆଇ ପେମେଣ୍ଟ ପ୍ରମାଣ। ମାତ୍ର ୩୦ ଘଣ୍ଟାରେ ୪ ଜିଲ୍ଲା ଆଉ ୨ ରାଜ୍ୟ ପୋଲିସର ଘନାଘନ ଚଢାଉ ପରେ ଧରାପଡ଼ିଲେ ସବୁ ଅଭିଯୁକ୍ତ।
Published By: Sujit kumar Swain
Last updated: 15 December 2024, 11:07 PM IST
ଅନ୍ୟପଟେ ଘଟଣାକୁ ନେଇ ଆରମ୍ଭ ହୋଇଛି ରାଜନୀତି। ଘଟଣା ଘଟିଥିବା ସ୍ଥାନରେ ଗଞ୍ଜେଇ ଚାଷ ହେଉଥିବା ଜଣାପଡ଼ିବା ପରେ ବିଜେପି ସରକାରକୁ ଆକ୍ଷେପ କରିଛି ବିଜେଡି।