Advertisment

କୁବେର କନେଷ୍ଟବଳ ପ୍ରସନ୍ନଙ୍କର ୭ କୋଟିର ଆୟ ବର୍ହିଭୂତ ସମ୍ପତ୍ତି

କୁବେର କନେଷ୍ଟବଳଙ୍କ ୨୧୧ଗୁଣା ଅଧିକ ସମ୍ପତ୍ତି । ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ କୁମାର ବେହେରାଙ୍କ ଅମାପ ସମ୍ପତ୍ତିର ଗୁମର ଖୋଲୁଛି । ତାଙ୍କ ଠାରୁ ପ୍ରାୟ ୭କୋଟିର ଆୟ ବର୍ହିଭୂତ ସମ୍ପତ୍ତି ଠାବ କରାଯାଇଛି । ଭିଜିଲାନ୍ସ ବିଭାଗ ପକ୍ଷରୁ ଦିଆ ଯାଇଥିବା ପ୍ରେସନୋଟ୍ ଅନୁଯାୟୀ, ପ୍ରସନ୍ନଙ୍କ ଠାରୁ ୬ କୋଟି ୯୭ ଲକ୍ଷ ୧୫ ହଜାର ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ଠାବ କରାଯାଇଛି

Constable Prasanna Behera Oisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ