Vigilance raids
ଭିଜିଲାନ୍ସ ଜାଲରେ ଆଉ ଜଣେ କୁବେର ଯନ୍ତ୍ରୀ । R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ରେଡ୍ ବେଳେ ମିଳିଛି ବିପୁଳ ସମ୍ପତ୍ତି। ତାଙ୍କ ଭୁବନେଶ୍ବର ଘରୁ ମିଳିଛି ପୁଳା ପୁଳା ସୁନା, ହୀରା ଓ ରୂପା ଗହଣା। ବିଭିନ୍ନ ଡିଜାଇନର ବହୁ ଗହଣା ସାଙ୍ଗକୁ ସୁନା ବିସ୍କୁଟ୍, ସୁନା କଏନ୍, ଭିନ୍ନ ଭିନ୍ନ ଡିଜାଇନ୍ ର ଦାମୀ ଘଣ୍ଟା ଏବଂ ବହୁ ବିଦେଶୀ ମୁଦ୍ରା ମିଳିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)