Vigilance
Advertisment
ଚର୍ଚ୍ଚାରେ ପଛୁଆ ଜିଲ୍ଲାର କୁବେର ବାବୁ। ମାଲକାନଗିରି ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଜୟପୁର ବାସଭବନରୁ ପାଖାପାଖି 2 କୋଟିର କ୍ୟାସ୍ ଦେଖି ଆଜି ତାଜୁବ ହୋଇଛି ଭିଜିଲାନ୍ସ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ 7ଟି ସ୍ଥାନରେ ରେଡରୁ କେବଳ ବିପୁଳ କ୍ୟାସ୍ ନୁହେଁ, ଆଲିସାନ୍ ବଙ୍ଗଳା ସହ ବଡ଼ ସହରରେ ବହୁ ଦାମୀ ପ୍ଲଟ୍ ଠାବ କରିଛନ୍ତି ଭିଜିଲାନ୍ସ ଅଧିକାରୀ। ଆକଳନ ସରି ନଥିବାରୁ ସଂପତ୍ତିର ଏ ତାଲିକା ଆହୁରି ଲମ୍ବିବାର ବି ସମ୍ଭାବନା ରହିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us