Advertisment

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ଘରୁ ମିଳିଲା ନଗଦ ୪୧ ଲକ୍ଷ ଟଙ୍କା

ବାରିପଦା: ଭିଜିଲାନ୍ସ ଇତିହାସରେ ନୂଆ ରେକର୍ଡ କଲେ ମୟୂରଭଞ୍ଜ ଜିଲ୍ଲା ସମନ୍ୱିତ ଆଦିବାସୀ ଉନ୍ନୟନ କର୍ତ୍ତୃପକ୍ଷ( ITDA)ର କନିଷ୍ଠ ଯନ୍ତ୍ରୀ ସନ୍ତୋଷ ଦାସ। ଭିଜିଲାନ୍ସ ରେଡ୍‌ ସମୟରେ ଘରୁ ନଗଦ ଟଙ୍କା ମିଳିବାରେ ସନ୍ତୋଷ ସମସ୍ତଙ୍କୁ ଟପି ଯାଇଛନ୍ତି। ସନ୍ତୋଷଙ୍କ ଘରୁ ଭିଜିଲାନ୍ସ ଟିମ୍‌ ନଗଦ ୪୧ ଲକ୍ଷ ୭୭ ହଜାର ଠାବ କରିଛି।

author-image
Pallipuspa Samal

ଭିଜିଲାନ୍ସ ଇତିହାସରେ ନୂଆ ରେକର୍ଡ କଲେ ମୟୂରଭଞ୍ଜ ଜିଲ୍ଲା ସମନ୍ୱିତ ଆଦିବାସୀ ଉନ୍ନୟନ କର୍ତ୍ତୃପକ୍ଷ( ITDA)ର କନିଷ୍ଠ ଯନ୍ତ୍ରୀ ସନ୍ତୋଷ ଦାସ। ଭିଜିଲାନ୍ସ ରେଡ୍‌ ସମୟରେ ଘରୁ ନଗଦ ଟଙ୍କା ମିଳିବାରେ ସନ୍ତୋଷ ସମସ୍ତଙ୍କୁ ଟପି ଯାଇଛନ୍ତି। ସନ୍ତୋଷଙ୍କ ଘରୁ ଭିଜିଲାନ୍ସ ଟିମ୍‌ ନଗଦ ୪୧ ଲକ୍ଷ ୭୭ ହଜାର ଠାବ କରିଛି। 

Advertisment
Baripada Vigilance Unearths
Advertisment
Advertisment