Advertisment

ଗୁଣି ସନ୍ଦେହରେ ଜଘନ୍ୟକାଣ୍ଡ: ମହିଳାଙ୍କୁ ପିଟି ପିଟି ମାରିଦେଲେ

ସୀମା ଟପିଲା ବର୍ବରତା । ମହିଳାଙ୍କୁ ପିଟି ପିଟି ମାରିଦେଲେ । ଗୁଣି ସନ୍ଦେହରେ ଗଂଜାମ କବିସୂର୍ଯ୍ୟନଗର ମଧୁରଝୋଳରେ ଘଟିଛି ଜଘନ୍ୟକାଣ୍ଡ । ଜଣେ ମହିଳାଙ୍କୁ ଉତ୍ତ୍ୟକ୍ତ ଗ୍ରାମବାସୀ ପିଟି ପିଟି ମାରିଦେଇଛନ୍ତି ।

Advertisment

ସୀମା ଟପିଲା ବର୍ବରତା । ମହିଳାଙ୍କୁ ପିଟି ପିଟି ମାରିଦେଲେ। ଗୁଣି ସନ୍ଦେହରେ ଗଂଜାମ କବିସୂର୍ଯ୍ୟନଗର ମଧୁରଝୋଳରେ ଘଟିଛି ଜଘନ୍ୟକାଣ୍ଡ। ଜଣେ ମହିଳାଙ୍କୁ ଉତ୍ତ୍ୟକ୍ତ ଗ୍ରାମବାସୀ ପିଟି ପିଟି ମାରିଦେଇଛନ୍ତି। 

Advertisment
Woman Found Dead
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ