CHSE Plus 2 Result To Be Declared Tommorrow
Advertisment
ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ । ଆସନ୍ତାକାଲି ଅପରାହ୍ଣ ୪ଟାରେ ଆସିବ ରେଜଲ୍ଟ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ- CHSE ପକ୍ଷରୁ ସୂଚନା ଦିଆଯାଇଛ ।ଏକସଙ୍ଗେ ଯୁକ୍ତ ଦୁଇର କଳା, ବାଣିଜ୍ୟ ଓ ବିଜ୍ଞାନ ଫଳ ପ୍ରକାଶ ପାଇବ । ଚଳିତବର୍ଷ ରାଜ୍ୟରେ ୩ ଲକ୍ଷ ୬୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us