Advertisment

ଏଣିକି ଯୁକ୍ତ ଦୁଇ ପରେ ପଢ଼ିପାରିବେ ବିଏଡ୍‌

୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟିରେ MOU ହୋଇଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି । ଏସବୁ ଶିକ୍ଷାନୁଷ୍ଠାନରେ ୪ ବର୍ଷର ନୂଆ ITEP କୋର୍ସ ପଢ଼ାଯିବ ।

Advertisment

ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର । ଆଉ ଯୁକ୍ତ ତିନି ନୁହେଁ ଏଣିକି ଯୁକ୍ତ ଦୁଇ ପରେ ପଢ଼ିହେବ ବିଏଡ୍‌ ପାଠ୍ୟକ୍ରମ । ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ୮ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର MOU । ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟିରେ MOU ହୋଇଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି । ଏସବୁ ଶିକ୍ଷାନୁଷ୍ଠାନରେ ୪ ବର୍ଷର ନୂଆ ITEP କୋର୍ସ ପଢ଼ାଯିବ । ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ରହିବ ବୋଲି ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ।

Advertisment
Odisha Suryabanshi Suraj
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ