Advertisment

୭ ମାସ ପୂର୍ବରୁ ଘୋଷଣା ହେଲା ମାଟ୍ରିକ୍‌ ପରୀକ୍ଷା ତାରିଖ

ମାଧ୍ୟମିକ ଶିକ୍ଷା ବୋର୍ଡ ଇତିହାସରେ ପ୍ରଥମ ୭ ମାସ ପୂର୍ବରୁ ଘୋଷଣା ହେଲା ମାଟ୍ରିକ ପରୀକ୍ଷା ତାରିଖ । ଆସନ୍ତା ବର୍ଷ ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ଯାଏଁ ଅନୁଷ୍ଠିତ ହେବ ମାଟ୍ରିକ ପରୀକ୍ଷା । ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

BSE Class 10 Exam Odisha Matric Exam
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ