Matric Result
CBSE ଓ ICSE ପରେ ପ୍ରକାଶ ପାଇବ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଫଳ। ଆସନ୍ତା ୧୮ ତାରିଖ ଅର୍ଥାତ ଗୁରୁବାର ସକାଳ ୧୦ଟା ସମୟରେ କଟକ ସ୍ଥିତ ବୋର୍ଡ ଅଫିସ୍ରେ ପ୍ରକାଶ ପାଇବ ରେଜଲଟ। ଏ ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ । ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀମାନେ ବୋର୍ଡ ୱେବସାଇଟ www.bseodisha.ac.inରେ ପରୀକ୍ଷା ଫଳ ଜାଣିପାରିବେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)