Advertisment

ପରୀକ୍ଷା ହେବ, ତେଣୁ ଛାତ୍ରଛାତ୍ରୀମାନେ ପ୍ରସ୍ତୁତ ରୁହନ୍ତୁ:ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ

। ଦଶମ ଓ ଦ୍ୱାଦଶ ପରୀକ୍ଷା ପ୍ରସଙ୍ଗରେ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ‘ରାଜ୍ୟରେ ବର୍ତ୍ତମାନ କରୋନା ତଳମୁହାଁ ହେଉଛି। ତେଣୁ ଦଶମ, ଦ୍ୱାଦଶ ପରୀକ୍ଷା କରିବାକୁ ଆମର ଆଗ୍ରହ ରହିବ। ପରୀକ୍ଷା ପାଇଁ ପିଲାମାନେ ପ୍ରସ୍ତୁତ ରୁହନ୍ତୁ’।

author-image
Otv Khabar Bureau

। ଦଶମ ଓ ଦ୍ୱାଦଶ ପରୀକ୍ଷା ପ୍ରସଙ୍ଗରେ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ‘ରାଜ୍ୟରେ ବର୍ତ୍ତମାନ କରୋନା ତଳମୁହାଁ ହେଉଛି। ତେଣୁ ଦଶମ, ଦ୍ୱାଦଶ ପରୀକ୍ଷା କରିବାକୁ ଆମର ଆଗ୍ରହ ରହିବ। ପରୀକ୍ଷା ପାଇଁ ପିଲାମାନେ ପ୍ରସ୍ତୁତ ରୁହନ୍ତୁ’। 

Advertisment
Exams Board Exams 2022 Students Minister Odisha
Advertisment
Advertisment