Plus 2 Admission
ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆସନ୍ତା ୨୯ରୁ ଆରମ୍ଭ ହେବ । ମାତ୍ର ମନ ପସନ୍ଦର କଲେଜରେ ସିଟ୍ ମିଳିବ ନା ନାହିଁ ତାକୁ ନେଇ ପିଲାଙ୍କ ଭିତରେ ଦ୍ୱନ୍ଦ୍ୱ। ଅନ୍ୟପଟେ ସିଟ୍ ବଢିବ ନା ନାହିଁ ସେନେଇ ଗଣଶିକ୍ଷା ବିଭାଗରେ ଏଯାଏ ଅଙ୍କ ଛିଡ଼ୁନି। ସେପଟେ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡିକରେ WIFI ସେବା ଉପଲବ୍ଧ ସହ ପିଲାଙ୍କୁ ଦୈନିକ ୱାନ୍ GB ଡାଟା ଫ୍ରି ରେ ଦେବାକୁ ନିଷ୍ପତ୍ତି ନେଇଛନ୍ତି ସରକାର।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)