Matric Exam
୨୯ ଏପ୍ରିଲ୍ରୁ ମେ ୬ ନୁହେଁ, ୭ ଯାଏଁ ଚାଲିବ ମାଟ୍ରିକ ପରୀକ୍ଷା । ମାଧ୍ୟମିକ ଶିକ୍ଷା ବୋର୍ଡ ଆଜି ପରୀକ୍ଷା ସୂଚୀ ପ୍ରକାଶ କରିଛି । ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହେବ । ଗଣିତ ପାଇଁ ସମୟ ଅବଧି ୨ ଘଣ୍ଟା ୧୫ ମିନିଟ ଥିବା ବେଳେ ଅନ୍ୟାନ୍ୟ ବିଷୟରେ ଦୁଇ ଘଣ୍ଟା ସମୟ ମିଳିବ । ପ୍ରତି ବିଷୟରେ ୮୦ ନମ୍ବରର ପରୀକ୍ଷା ହେବ । ଏଥିରୁ ୩୦ ମାର୍କର ସବଜେକ୍ଟିଭ ଓ ୫୦ ମାର୍କ ଅବଜେକ୍ଟିଭ ପ୍ରଶ୍ନ ରହିବ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)