ପ୍ରଶ୍ନପତ୍ରରେ ବଡ଼ ବିଭ୍ରାଟ ପରେ ଶେଷରେ ପରୀକ୍ଷା ବାତିଲ କଲେ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ(OSSC)। ଗତକାଲି ନଗର ଉନ୍ନୟନ ବିଭାଗର ଜୁନିୟର ଆକାଉଣ୍ଟାଣ୍ଟ ପଦବି ପାଇଁ ପ୍ରିଲିମିନାରୀ ପରୀକ୍ଷା ପ୍ରଶ୍ନପତ୍ରରେ ସାଂଘାତିକ ତ୍ରୁଟି ଦେଖିବାକୁ ମିଳିଥିଲା ।
Published: Manoranjan Behera
Last updated: 24 April 2023, 10:12 PM IST
ଖରିଫ୍ ଚାଷ ପାଇଁ ସୁଧ ରିହାତି ପ୍ରଦାନ କଲେ ସରକାର । ମୁଣ୍ଡ ଉପରେ ସାଧାରଣ ନିର୍ବାଚନକୁ ଦେଖି ଚାଷୀଙ୍କୁ ଥୋପ । ଚାଷୀ ଭୋଟ୍ ହାତରେ ରଖିବାକୁ ପୁଣି ଚଳାଇଲେ ଗୋଟି । ଖରିଫ ଚାଷ ପାଇଁ ୪୪୧ କୋଟି ୭୬ ଲକ୍ଷ ଟଙ୍କାର ସୁଧ ରିହାତି ।