ରାଜ୍ୟରେ ଯୁକ୍ତ ଦୁଇରେ ବଢ଼ିବ ସିଟ୍ ସଂଖ୍ୟା । ଜୁନିଅର କଲେଜ ଗୁଡ଼ିକରେ +୨ ସିଟ୍ ବଢ଼ାଇବା ପାଇଁ ଅନୁମତି ମିଳିଛି । ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଏନେଇ ଅନୁମତି ଦେଇଛନ୍ତି ରାଜ୍ୟ ସରକାର । ଯେଉଁ କଲେଜ୍ ଗୁଡ଼ିକ ଚାହିଁବେ ଏନେଇ ଆବେଦନ କରିପାରିବେ । ସିଟ୍ ବୃଦ୍ଧି ପାଇଁ ୭ ଦିନ ମଧ୍ୟରେ ଆବେଦନ କରିପାରିବେ କଲେଜ୍ । ସାମ୍ସ ଜରିଆରେ ଅନ୍ଲାଇନ୍ ଜରିଆରେ ଆବେଦନ କରିବାକୁ ନିର୍ଦ୍ଦେଶ ହୋଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)