Advertisment

ରାଜ୍ୟରେ ଯୁକ୍ତ ଦୁଇରେ ବଢ଼ିବ ସିଟ୍ ସଂଖ୍ୟା

ରାଜ୍ୟରେ ଯୁକ୍ତ ଦୁଇରେ ବଢ଼ିବ ସିଟ୍ ସଂଖ୍ୟା । ଜୁନିଅର କଲେଜ ଗୁଡ଼ିକରେ +୨ ସିଟ୍ ବଢ଼ାଇବା ପାଇଁ ଅନୁମତି ମିଳିଛି । ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଏନେଇ ଅନୁମତି ଦେଇଛନ୍ତି ରାଜ୍ୟ ସରକାର ।

Advertisment

ରାଜ୍ୟରେ ଯୁକ୍ତ ଦୁଇରେ ବଢ଼ିବ ସିଟ୍ ସଂଖ୍ୟା । ଜୁନିଅର କଲେଜ ଗୁଡ଼ିକରେ +୨ ସିଟ୍ ବଢ଼ାଇବା ପାଇଁ ଅନୁମତି ମିଳିଛି । ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଏନେଇ ଅନୁମତି ଦେଇଛନ୍ତି ରାଜ୍ୟ ସରକାର । ଯେଉଁ କଲେଜ୍ ଗୁଡ଼ିକ ଚାହିଁବେ ଏନେଇ ଆବେଦନ କରିପାରିବେ । ସିଟ୍ ବୃଦ୍ଧି ପାଇଁ ୭ ଦିନ ମଧ୍ୟରେ ଆବେଦନ କରିପାରିବେ କଲେଜ୍ । ସାମ୍‌ସ ଜରିଆରେ ଅନ୍‌ଲାଇନ୍‌ ଜରିଆରେ ଆବେଦନ କରିବାକୁ ନିର୍ଦ୍ଦେଶ ହୋଇଛି ।

Advertisment
Odisha Ministry Of Education Education Minister
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ