Self-Finance Courses
Advertisment
ସେଲ୍ଫ ଫାଇନାନ୍ସ କୋର୍ସ ଉପରେ ଲାଗିଲା ଅଙ୍କୁଶ। ବିଶ୍ୱବିଦ୍ୟାଳୟରେ ସେଲ୍ଫ ଫାଇନାନ୍ସ କୋର୍ସ ଉପରେ ଅଙ୍କୁଶ ଲଗାଯାଇଛି। ଏନେଇ କୁଳାଧିପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶାବଳି ଜାରି ହୋଇଛି । ଏଥିରେ ସ୍ପଷ୍ଟ କରାଯାଇଛି ଯେ, ସେଲ୍ଫ ଫାଇନାନ୍ସ କୋର୍ସ ଦ୍ୱାରା ରେଗୁଲାର କୋର୍ସ ପ୍ରଭାବିତ ହେଉଛି । ସେଲ୍ଫ ଫାଇନାନ୍ସ କୋର୍ସ ବିଶ୍ୱବିଦ୍ୟାଳୟ ସିଟ୍ର ୨୦% ମଧ୍ୟରେ ସୀମିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us