Students demand
ଡ୍ରେସ୍ ପଛରେ ଦେବ । ଆଗେ ଭିତ୍ତିଭୂମି ଦିଅ । ଏ ସ୍କୁଲରେ କିଛି ନାହିଁ । ପିଲାଙ୍କ ଲାଗି ପାଇଖାନା ନାହିଁ କି ପାଣିର ବ୍ୟବସ୍ଥା ନାହିଁ । କେତେବେଳେ ଲାଇନ୍ ଆସୁଛି ତ ଆଉ କେତେବେଳେ ସିଏ ବି ନାହିଁ । ପାଠ ପଢା ବେଳେ ଛାତରୁ ଖସୁଛି ସ୍ଲାବ୍ । ଏମିତି ସ୍ଥିତିରେ ପିଲାଏ କହୁଛନ୍ତି ଡ୍ରେସ୍ ଦରକାର ନାହିଁ, ଭିତ୍ତିଭୂମି ଦିଅ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)