Advertisment

ପୁଷ୍ଟିକର ଲଡୁ ସହ ଅତିରିକ୍ତ ଅଣ୍ଡା

ଏଣିକି ପିଲାଙ୍କୁ ପୁଷ୍ଟିକର ଲଡୁ ସହ ଅତିରିକ୍ତ ଅଣ୍ଡା ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ । କାଲିର ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗର ସୂଚନା । ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ମିଳିବ ।

author-image
Saroj Kumar Jena

ଏଣିକି ପିଲାଙ୍କୁ ପୁଷ୍ଟିକର ଲଡୁ ସହ ଅତିରିକ୍ତ ଅଣ୍ଡା
ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ । କାଲିର ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗର ସୂଚନା । ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ମିଳିବ । 

Advertisment
Eggs Midday Meal
Advertisment
Advertisment