ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ପ୍ରଶ୍ନ ପଚାରିଛନ୍ତି ଅଷ୍ଟମ ଶ୍ରେଣୀ ଛାତ୍ରୀ ଲିପାରାଣୀ । ଚକାଚକ୍ କୋଠା, ଲ୍ୟାବ୍, ସାଇନ୍ସ ରୁମ, କମ୍ପ୍ୟୁଟର ଥିଲେ କଣ ହେବ। ଶିକ୍ଷକ ନାହାନ୍ତି। ପାଠ ପଢ଼ା ହେବ କେମିତି, କୋର୍ସ ସରିବ କେମିତି। ୧୯୭୬ ମସିହାରେ ଭଦ୍ରକ ଚାନ୍ଦବାଲି ବ୍ଲକରେ ପ୍ରତିଷ୍ଠା ହୋଇଛି ବାଂଶଡ଼ା ହାଇସ୍କୁଲ। ୩୮ ଲକ୍ଷ ଟଙ୍କା ବ୍ୟୟରେ ଫାଇଭ-ଟି ଅଧୀନରେ ଏହି ସ୍କୁଲର ରୂପାନ୍ତରଣ ହୋଇଛି। ପୁରା ଚକାଚକ୍।
Published By: Satyendu Shekher Mishra
Last updated: 20 November 2023, 10:48 PM IST
ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ୍ କରୁଥିଲେ ସାବଧାନ ! ଧରାପଡ଼ିଯିବ କିଏ କେଉଁଠୁ କରିଛି ପେପର୍ ଲିକ୍ । ସିରିଏଲ୍ ନମ୍ୱର, ୱାଟରମାର୍କ, QR କୋଡ୍ । ପେପର୍ ଲିକ୍ ରୋକିବାକୁ ବୋର୍ଡର ବଡ଼ ପଦକ୍ଷେପ ।