Advertisment

ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା:କୋର୍ଟରେ ହାଜର ହେଲେ ବର୍ଷା

ଫ୍ୟାମିଲି କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷାଙ୍କ ପାରିବାରିକ ବିବାଦ ମାମଲାକୁ ନେଇ ଆଜି କଟକ ସ୍ଥିତ ଫ୍ୟାମିଲି କୋର୍ଟରେ ବର୍ଷା ହାଜର ହୋଇଛନ୍ତି।

author-image
Sarbeswar
ଅଦ୍ୟତନ ହୋଇଛି

ଫ୍ୟାମିଲି କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷାଙ୍କ ପାରିବାରିକ ବିବାଦ ମାମଲାକୁ ନେଇ ଆଜି କଟକ ସ୍ଥିତ ଫ୍ୟାମିଲି କୋର୍ଟରେ ବର୍ଷା ହାଜର ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ବୁଝାମଣା ପାଇଁ ବର୍ଷା ହାଜର ହୋଇଥିବା ଜଣାପଡ଼ିଛି। ବିବାଦକୁ ଏଡାଇ ସ୍ୱାମୀ-ସ୍ତ୍ରୀ ଭାବେ ପୁଣିଥରେ ପରିବାରକୁ ଆଗକୁ ବଢାଇବା ପାଇଁ କନସିଲେସନ କମିଶନରଙ୍କ ପକ୍ଷରୁ ଉଦ୍ୟମ କରାଯାଇଥିଲା। ହେଲେ ସେଭଳି କୌଣସି ସୁଫଳ ମିଳିନଥିଲା।

Advertisment
Odisha Cuttack Barsha Anubhav Controversy
Advertisment
Advertisment