ଅଦ୍ୟତନ ହୋଇଛି
Barsha Priyadarshini
Advertisment
ଫ୍ୟାମିଲି କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷାଙ୍କ ପାରିବାରିକ ବିବାଦ ମାମଲାକୁ ନେଇ ଆଜି କଟକ ସ୍ଥିତ ଫ୍ୟାମିଲି କୋର୍ଟରେ ବର୍ଷା ହାଜର ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ବୁଝାମଣା ପାଇଁ ବର୍ଷା ହାଜର ହୋଇଥିବା ଜଣାପଡ଼ିଛି। ବିବାଦକୁ ଏଡାଇ ସ୍ୱାମୀ-ସ୍ତ୍ରୀ ଭାବେ ପୁଣିଥରେ ପରିବାରକୁ ଆଗକୁ ବଢାଇବା ପାଇଁ କନସିଲେସନ କମିଶନରଙ୍କ ପକ୍ଷରୁ ଉଦ୍ୟମ କରାଯାଇଥିଲା। ହେଲେ ସେଭଳି କୌଣସି ସୁଫଳ ମିଳିନଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us