Advertisment

କ’ଣ ଖୁଲାସା କରିବେ ବାବୁସାନ ? କହିଲେ- ଠିକ୍‌ ସମୟରେ ଠିକ୍‌ କଥା କହିବି

ତୃପ୍ତି-ପ୍ରକୃତି-ବାବୁସାନ କଳି ଭିତରେ ଅଭିନେତା ବାବୁସାନ ମହାନ୍ତି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ବେଳେ ଆଜି ସେ ନିଜ ଘର ବାଲକୋନିକୁ ଆସି ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ସମୟରେ ତାଙ୍କ ସାଙ୍ଗରେ ମା’ ଅପରାଜିତା ମହାନ୍ତି ଥିବା ଦେଖିବାକୁ ମିଳିଥିଲା।

ଅଦ୍ୟତନ ହୋଇଛି
Advertisment

ତୃପ୍ତି-ପ୍ରକୃତି-ବାବୁସାନ କଳି ଭିତରେ ଅଭିନେତା ବାବୁସାନ ମହାନ୍ତି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ବେଳେ ଆଜି ସେ ନିଜ ଘର ବାଲକୋନିକୁ ଆସି ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ସମୟରେ ତାଙ୍କ ସାଙ୍ଗରେ ମା’ ଅପରାଜିତା ମହାନ୍ତି ଥିବା ଦେଖିବାକୁ ମିଳିଥିଲା। ନିଜ ଘର ବାଲକୋନିରେ ଥାଇ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାବୁସାନ କହିଥିଲେ ଯେ, ‘ମୁଁ ପରିବାର ପାଖରେ ଅଛି, ସେଥିପାଇଁ ବହୁତ ଖୁସି। ଠିକ୍ ସମୟରେ ଠିକ୍ କଥା କହିବି।’

Advertisment
Babushaan Mohanty
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ