Advertisment

ସୁପରଷ୍ଟାର ଅଲ୍ଲୁ ଅର୍ଜ୍ଜୁନଙ୍କ ଗିରଫଦାରୀକୁ ନେଇ ଦେଶବ୍ୟାପୀ ହଲଚଲ୍ !

ତେଲେଙ୍ଗାନା ହାଇକୋର୍ଟରୁ ଅଲ୍ଲୁଙ୍କୁ ଏ ମାମଲାରେ ଜାମିନ୍ ମିଳିଯିବା ପରେ ଆଶ୍ବସ୍ତ ହୋଇଥିଲେ ଅଲ୍ଲୁ ଓ ତାଙ୍କର ଲକ୍ଷ ଲକ୍ଷ ଫ୍ୟାନ।

Advertisment

ସୁପରଷ୍ଟାର ଅଲ୍ଲୁ ଅର୍ଜ୍ଜୁନଙ୍କ ଗିରଫଦାରୀକୁ ନେଇ ଦେଶବ୍ୟାପୀ ହଲଚଲ୍। ପୁଷ୍ପା-ଟୁ ସ୍ପେଶାଲ ସୋ ଦଳାଚକଟାରେ ମହିଳାଙ୍କ ମୃତ୍ୟୁ ମାମଲାରେ ଆଜି ଅଲ୍ଲୁଙ୍କୁ ପୋଲିସ ଗିରଫ କରିବା ପରେ ତାଙ୍କୁ ତଳ କୋର୍ଟରୁ ମିଳିଥିଲା ଝଟକା। ତଳ କୋର୍ଟ ଅଲୁଙ୍କୁ ୧୪ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ। ତେବେ ଏହାର କିଛି ସମୟ ଭିତରେ ତେଲେଙ୍ଗାନା ହାଇକୋର୍ଟରୁ ଅଲ୍ଲୁଙ୍କୁ ଏ ମାମଲାରେ ଜାମିନ୍ ମିଳିଯିବା ପରେ ଆଶ୍ବସ୍ତ ହୋଇଥିଲେ ଅଲ୍ଲୁ ଓ ତାଙ୍କର ଲକ୍ଷ ଲକ୍ଷ ଫ୍ୟାନ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ