Advertisment

ଆସିଲେନି ମନୋଜ ମିଶ୍ର, ଝୁଲି ରହିଲା ବିବାଦ

ଓଲିଉଡ୍ କଳିରେ ମୁଣ୍ଡ ପୁରାଇ ନିରାଶ ହେଲା OFDC। ଆଜି OFDC ଅଧ୍ୟକ୍ଷ ଏକ ବୈଠକ ଡାକି ବିବାଦର ସମାଧାନ ପାଇଁ ଉଦ୍ୟମ କରିଥିଲେ। ହେଲେ ଅଭିନେତା ମନୋଜ ମିଶ୍ର ଏହି ବୈଠକକୁ ଆସିନଥିଲେ।

author-image
Manoranjan Behera

ଓଲିଉଡ୍ କଳିରେ ମୁଣ୍ଡ ପୁରାଇ ନିରାଶ ହେଲା OFDC। ଆଜି OFDC ଅଧ୍ୟକ୍ଷ ଏକ ବୈଠକ ଡାକି ବିବାଦର ସମାଧାନ ପାଇଁ ଉଦ୍ୟମ କରିଥିଲେ। ହେଲେ ଅଭିନେତା ମନୋଜ ମିଶ୍ର ଏହି ବୈଠକକୁ ଆସିନଥିଲେ।

Advertisment
Manoj Mishra Ollywood OFDC Arindam Roy
Advertisment
Advertisment