Uttam
ଭେଣ୍ଟିଲେଟରରେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି। ଓଡ଼ିଆ ସିନେମା ଜଗତରେ ସେ ଏକ ମାଇଲଖୁଣ୍ଟ। କେତେବେଳେ ଦର୍ଶକଙ୍କ ପାଇଁ ଦଣ୍ଡାବାଳୁଙ୍ଗା ସାଜିଛନ୍ତି ତ ପୁଣି କେତେବେଳେ ଅନେକ ଚଳଚ୍ଚିତ୍ରରେ ସାଧାରଣ ରାଜୁ ନାଁଟିଏକୁ ନେଇ ସେ ଘରେ ଘରେ ପରିଚିତ। ଏବେ ସିଏ ଅସୁସ୍ଥ। ତାଙ୍କୁ ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ସେ ଭେଣ୍ଟିଲେଟରରେ ଅଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)