Advertisment

ଭେଣ୍ଟିଲେଟରରେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି

ଓଡ଼ିଆ ସିନେମା ଜଗତରେ ଏକ ମାଇଲଖୁଣ୍ଟ ଥିଲେ ଉତ୍ତମ ମହାନ୍ତି। କେତେବେଳେ ଦର୍ଶକଙ୍କ ପାଇଁ ଦଣ୍ଡାବାଳୁଙ୍ଗା ସାଜିଥିଲେ ତ ପୁଣି କେତେବେଳେ ଅନେକ ଚଳଚ୍ଚିତ୍ରରେ ସାଧାରଣ ରାଜୁ ନାଁଟିଏକୁ ନେଇ ସେ ଘରେ ଘରେ ପରିଚିତ। ଏବେ ସିଏ ଅସୁସ୍ଥ। ତାଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି।

Advertisment

ଭେଣ୍ଟିଲେଟରରେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି। ଓଡ଼ିଆ ସିନେମା ଜଗତରେ ସେ ଏକ ମାଇଲଖୁଣ୍ଟ। କେତେବେଳେ ଦର୍ଶକଙ୍କ ପାଇଁ ଦଣ୍ଡାବାଳୁଙ୍ଗା ସାଜିଛନ୍ତି ତ ପୁଣି କେତେବେଳେ ଅନେକ ଚଳଚ୍ଚିତ୍ରରେ ସାଧାରଣ ରାଜୁ ନାଁଟିଏକୁ ନେଇ ସେ ଘରେ ଘରେ ପରିଚିତ। ଏବେ ସିଏ ଅସୁସ୍ଥ। ତାଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ସେ ଭେଣ୍ଟିଲେଟରରେ ଅଛନ୍ତି।

Advertisment
Odisha News Odia Film Odia Films Uttam Mohanty
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ