Dengu
Advertisment
ଜାନୁୟାରୀରୁ ବର୍ତ୍ତମାନ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାରେ ୧୧୩ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ଡେଙ୍ଗୁ ରୋକିବାକୁ ବିଭିନ୍ନ ପାର୍କରେ ଜମିଥିବା ପାଣି ସଫା କରାଯାଇଛି । ଚଳିତ ମାସରେ ଏପର୍ଯ୍ୟନ୍ତ ୧୦୩ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଡେଙ୍ଗୁ ଲକ୍ଷଣ ଥିଲେ ଟେଷ୍ଟ କରନ୍ତୁ। ଜ୍ୱର ସହ ଗୋଡ ହାତ ଘୋଳା ବିନ୍ଧା ହେଲେ କେବଳ ସରକାରୀ ମେଡିକାଲରେ ଡେଙ୍ଗୁ ପରୀକ୍ଷା କରିବାକୁ ସେ ପରାମର୍ଶ ଦେଇଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us