12 Hour Sundargarh Bandh
ସୁନ୍ଦରଗଡ଼ରେ ରାଜ୍ୟର ଦ୍ୱିତୀୟ ଏମସ ପ୍ରତିଷ୍ଠା ପାଇଁ ଦାବି। ଏନେଇ ସୁନ୍ଦରଗଡ଼ ସହରରେ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । ବନ୍ଦ ନେଇ ଦୋକାନ ବଜାର ବନ୍ଦ ରହିଥିବା ବେଳେ ଗାଡି ମୋଟରଚାଲୁନି। ଏହି ବନ୍ଦ ପାଳନ ଯୋଗୁ ଏମସିଏଲରୁ କୋଇଲା ପରିବହନ ପ୍ରଭାବିତ ହୋଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)