covid 19
ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୯୮କୁ ବୃଦ୍ଧି ପାଇଛି। ସେହିପରି ୨୪ ଘଣ୍ଟାରେ ୬୪୯ ସଂକ୍ରମିତ ଚିହ୍ନଟ। ସେଥିମଧ୍ୟରେ ୧୦୩ ଜଣ ଶିଶୁ ଚିହ୍ନଟ ହୋଇଛନ୍ତି। ସେପଟେ ଦେଶରେ ୨୮,୫୯୧ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩୩୮ ଜଣଙ୍କ ମୃତ୍ୟୁ ଘଟିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)