Advertisment

ରାଜ୍ୟରେ ୬୪୯ ପଜିଟିଭ୍, ୬ ମୃତ

ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୯୮କୁ ବୃଦ୍ଧି ପାଇଛି। ସେହିପରି ୨୪ ଘଣ୍ଟାରେ ୬୪୯ ସଂକ୍ରମିତ ଚିହ୍ନଟ। ସେଥିମଧ୍ୟରେ ୧୦୩ ଜଣ ଶିଶୁ ଚିହ୍ନଟ ହୋଇଛନ୍ତି।

ଅଦ୍ୟତନ ହୋଇଛି
Advertisment

ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୯୮କୁ ବୃଦ୍ଧି ପାଇଛି। ସେହିପରି ୨୪ ଘଣ୍ଟାରେ ୬୪୯ ସଂକ୍ରମିତ ଚିହ୍ନଟ। ସେଥିମଧ୍ୟରେ ୧୦୩ ଜଣ ଶିଶୁ ଚିହ୍ନଟ ହୋଇଛନ୍ତି। ସେପଟେ ଦେଶରେ ୨୮,୫୯୧ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩୩୮ ଜଣଙ୍କ ମୃତ୍ୟୁ ଘଟିଛି।

Advertisment
India India COVID19 Updates
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ