Advertisment

ACF ସୌମ୍ୟ ରଞ୍ଜନଙ୍କ ମୃତ୍ୟୁ ମାମଲା,ସୌମ୍ୟଙ୍କ ଦୁଇ ସହକର୍ମୀ ଏସିିଏଫ୍‌ଙ୍କୁ କ୍ରାଇମବ୍ରାଞ୍ଚର ଜେରା

ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚର ମାରାଥନ ଜେରା। ଏହି ମାମଲାରେ ସୌମ୍ୟଙ୍କ ଦୁଇ ସହକର୍ମୀ ଏସିିଏଫ୍‌ଙ୍କୁ କ୍ରାଇମବ୍ରାଞ୍ଚ ଜେରା କରିଛି। ଲଗାତର ୪ ଘଣ୍ଟା ଧରି କ୍ରାଇମବ୍ରାଞ୍ଚର ଟିମ୍‌ ସେମାନଙ୍କୁ ପଚରାଉଚରା କରିଛି। ଏବେ ମାମଲାରେ ଅନ୍ୟ ୪ ଜଣଙ୍କୁ ପଚରାଉଚରା କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ନେଇ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଏସ୍‌ପି ଜ୍ଞାନରଞ୍ଜନ ମିଶ୍ର ।

author-image
Pallipuspa Samal

Paralakhemundi Odisha ACFMurderCase
Advertisment
Advertisment