Air Marshal
ଏୟାର ମାର୍ଶାଲ ଭିଆର ଚୌଧୁରୀ ହେଉଛନ୍ତି ପରବର୍ତ୍ତୀ ବାୟୁସେନା ମୁଖ୍ୟ । ବର୍ତ୍ତମାନ ବାୟୁସେନା ଉପମୁଖ୍ୟ ଅଛନ୍ତି ଏୟାର ମାର୍ଶାଲ ଭିଆର ଚୌଧୁରୀ । ସେପ୍ଟେମ୍ବର ୩୦ରେ ଏୟାର ଚିଫ୍ ମାର୍ଶାଲ ଭଦୌରିଆ ଅବସର ନେବେ । ତାଙ୍କ ସ୍ଥାନରେ ଭିଆର ଚୌଧରୀ ଧରିବେ ବାୟୁ ସେନାର ମଙ୍ଗ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)