Advertisment

ଏୟାର ମାର୍ଶାଲ ଭିଆର ଚୌଧୁରୀ ହେବେ ବାୟୁସେନା ମୁଖ୍ୟ

ଏୟାର ମାର୍ଶାଲ ଭିଆର ଚୌଧୁରୀ ହେଉଛନ୍ତି ପରବର୍ତ୍ତୀ ବାୟୁସେନା ମୁଖ୍ୟ । ସେପ୍ଟେମ୍ବର ୩୦ରେ ଏୟାର ଚିଫ୍ ମାର୍ଶାଲ ଭଦୌରିଆ ଅବସର ନେବେ । ତାଙ୍କ ସ୍ଥାନରେ ଭିଆର ଚୌଧରୀ ଧରିବେ ବାୟୁ ସେନାର ମଙ୍ଗ ।

ଅଦ୍ୟତନ ହୋଇଛି
Advertisment

ଏୟାର ମାର୍ଶାଲ ଭିଆର ଚୌଧୁରୀ ହେଉଛନ୍ତି ପରବର୍ତ୍ତୀ ବାୟୁସେନା ମୁଖ୍ୟ । ବର୍ତ୍ତମାନ ବାୟୁସେନା ଉପମୁଖ୍ୟ ଅଛନ୍ତି ଏୟାର ମାର୍ଶାଲ ଭିଆର ଚୌଧୁରୀ । ସେପ୍ଟେମ୍ବର ୩୦ରେ ଏୟାର ଚିଫ୍ ମାର୍ଶାଲ ଭଦୌରିଆ ଅବସର ନେବେ । ତାଙ୍କ ସ୍ଥାନରେ ଭିଆର ଚୌଧରୀ ଧରିବେ ବାୟୁ ସେନାର ମଙ୍ଗ । 

Advertisment
India Air Marshal Chief VR Choudhary
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ