ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ କଳହକୁ ନେଇ ଫ୍ୟାମିଲି କୋର୍ଟରେ ମାମଲା ଚାଲିଥିବା ବେଳେ ଏହାର ତ୍ୱରିତ ଶୁଣାଣି ନିର୍ଦ୍ଦେଶ ପାଇଁ ସାଂସଦ ଅନୁଭବ ମହାନ୍ତି ଆବେଦନ କରିଥିଲେ। ମାତ୍ର ଅନୁଭବଙ୍କ ଏହି ଆବେଦନର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ପାରିବାରିକ ଅଦାଲତରେ ବିଚାର ଆରମ୍ଭ ହୋଇଥିବାରୁ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ ।
Published: Chandan Shishu
Last updated: 26 August 2021, 01:14 PM IST
ବଲିଉଡ ଷ୍ଟାର ସଲମାନ ଖାନଙ୍କୁ ମୁମ୍ବାଇ ଏୟାରପୋର୍ଟରେ ଅଟକାଇବା ପରେ ସିଆଇଏସ୍ଏଫ୍ ASI ସୋମନାଥ ମହାନ୍ତିଙ୍କୁ ହଇରାଣ କରାଯାଇଥିବା ଖବର ମିଛ ବୋଲି କହିଛି ସିଆଇଏସ୍ଏଫ୍ ।