ଅଦ୍ୟତନ ହୋଇଛି
Anubhav-Varsha Family Dispute
Advertisment
ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ କଳହକୁ ନେଇ ଫ୍ୟାମିଲି କୋର୍ଟରେ ମାମଲା ଚାଲିଥିବା ବେଳେ ଏହାର ତ୍ୱରିତ ଶୁଣାଣି ନିର୍ଦ୍ଦେଶ ପାଇଁ ସାଂସଦ ଅନୁଭବ ମହାନ୍ତି ଆବେଦନ କରିଥିଲେ। ମାତ୍ର ଅନୁଭବଙ୍କ ଏହି ଆବେଦନର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ପାରିବାରିକ ଅଦାଲତରେ ବିଚାର ଆରମ୍ଭ ହୋଇଥିବାରୁ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us