Advertisment

ବାଲୁକା କଳାରେ ନୂଆଁଖାଇର ଶୁଭେଚ୍ଛା

ବାଲୁକା କଳା ମାଧ୍ୟମରେ ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।

ଅଦ୍ୟତନ ହୋଇଛି
Advertisment

ଗଣପର୍ବ ନୂଆଖାଇ ଅବସରରେ ପ୍ରଖ୍ୟାତ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି । ମା ସମଲେଶ୍ୱରୀଙ୍କ ଆଶୀର୍ବାଦରୁ ଏଥର ଭଲ ଚାଷ ହେଉ ବୋଲି ସେ ପ୍ରାର୍ଥନା କରିଛନ୍ତି । ଏହାସହ ସେ ପଶ୍ଚିମ ଓଡ଼ିଶାର ସମସ୍ତ ଭାଇଭଉଣୀଙ୍କୁ ନୂଆଁଖାଇ ଜୁହାର ଜଣାଇଛନ୍ତି ।

Advertisment
Sudarsan Pattnaik Sand Art Nuakhai
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ