ଅଦ୍ୟତନ ହୋଇଛି
Nina Singh
Advertisment
ସରକାରୀ ଚାକିରୀ ଛାଡି ସଫଳ ଉଦ୍ୟୋଗୀ। କାହା ଉପରେ ନିର୍ଭର ନ କରି ନିଜେ ଆତ୍ମନିର୍ଭରଶୀଳ ହୋଇ ପାରିଛନ୍ତି ନିନା ସିଂ। ଷ୍ଟେଭିଆ ନାମକ ସୁଗାର ଫ୍ରି ଗଛ ଚାଷ କରୁଛନ୍ତି ବାଲେଶ୍ୱରର ଉଚ୍ଚଶିକ୍ଷିତ ନିନା ସିଂ। ନିନା ୧୯୯୯ରେ ଓଡ଼ିଶା ପ୍ରଶାସନିକ ସେବାରେ ଯୋଗ ଦେଇଥିଲେ। ପରେ ଚାକିରି ଛାଡି ଏବେ ସଫଳ ଉଦ୍ୟୋଗୀ ହୋଇ ପାରିଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us