ଅଦ୍ୟତନ ହୋଇଛି
AIIMS Bhubaneswar
Advertisment
ସ୍ନେକ୍ ହେଲ୍ପଲାଇନ୍ ଆପ୍ ଓ ୱେବସାଇଟ୍ ଉନ୍ମୋଚିତ। ଏହାକୁ ଉନ୍ମୋଚନ କରିଛନ୍ତି ଭୁବନେଶ୍ୱର ଏମ୍ସ ସଭାପତି ଓ ନିର୍ଦ୍ଦେଶିକା। ମଣିଷ-ସାପ ଦ୍ୱନ୍ଦ୍ୱ ପରିଚାଳନାରେ ଦିଗରେ ଶିକ୍ଷାଲାଭ ଦିଗରେ ନୂତନ ପ୍ରୟାସ। ଏଥିପାଇଁ ସାପ ଉଦ୍ଧାରକାରୀଙ୍କୁ ବୃତ୍ତିଗତ ତାଲିମ ଦିଆଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us