Advertisment

ବିଜେବି କଲେଜରେ ଦୁଇ ହଷ୍ଟେଲ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ

ବିଜେବି କଲେଜରେ ୨ ହଷ୍ଟେଲ ଛାତ୍ରଙ୍କ ମଧ୍ୟରେ ପିଟାପିଟି। ଗଣ୍ଡଗୋଳରେ ୨ ହଷ୍ଟେଲର ୧୫ରୁ ଊର୍ଦ୍ଧ୍ୱ ଛାତ୍ର ଆହତ। ଖାରବେଳ ଓ ଆମ୍ବେଦକର ହଷ୍ଟେଲ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ।

author-image
Pallipuspa Samal
ଅଦ୍ୟତନ ହୋଇଛି

ବିଜେବି କଲେଜରେ ୨ ହଷ୍ଟେଲ ଛାତ୍ରଙ୍କ ମଧ୍ୟରେ ପିଟାପିଟି। ଗଣ୍ଡଗୋଳରେ ୨ ହଷ୍ଟେଲର ୧୫ରୁ ଊର୍ଦ୍ଧ୍ୱ ଛାତ୍ର ଆହତ। ଖାରବେଳ ଓ ଆମ୍ବେଦକର ହଷ୍ଟେଲ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ। ଖାରବେଳ ହଷ୍ଟେଲରେ ବ୍ୟାପକ ଭଙ୍ଗାରୁଜା ହୋଇଛି। ବର୍ତ୍ତମାନ୍ ହଷ୍ଟେଲ ଚାରିପାଖରେ ପୋଲିସ ଛାଉଣି ହୋଇ ରହିଛି । 

Advertisment
Bhubaneswar Odisha BJB College Student Fight
Advertisment
Advertisment